8 ଆମ୍ଭମାନଙ୍କର ପାପ ନାହିଁ! ଏହା ଯଦି କହୁ, ତାହାହେଲେ ଆପଣା ଆପଣାକୁ ପ୍ରବଞ୍ଚନା କରୁ, ପୁଣି, ଆମ୍ଭମାନଙ୍କଠାରେ ସତ୍ୟ ନାହିଁ। 9 ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି।
Publicidade