Pular para o conteúdo
Publicidade

୧ ଯୋହନ 2:12-15

12 ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି,

କାରଣ ତାହାଙ୍କ ନାମ ସକାଶେ ତୁମ୍ଭମାନଙ୍କର ପାପ କ୍ଷମା ହୋଇଅଛି।

13 ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି,

କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ।

ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି,

କାରଣ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ।

14 ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି,

କାରଣ ତୁମ୍ଭେମାନେ ପିତାଙ୍କୁ ଜାଣିଅଛ।

ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି,

କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ।

ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି,

କାରଣ ତୁମ୍ଭେମାନେ ବଳବାନ,

ପୁଣି, ଈଶ୍ବରଙ୍କ ବାକ୍ୟ ତୁମ୍ଭମାନଙ୍କଠାରେ ଅଛି

ଓ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ।

ସଂସାରର ପ୍ରେମ ଅସାର

15 ସଂସାର କିଅବା ସେଥିରେ ଥିବା ବିଷୟ ସବୁକୁ ପ୍ରେମ ନ କର। କେହି ଯଦି ସଂସାରକୁ ପ୍ରେମ କରେ, ପିତାଙ୍କ ପ୍ରେମ ତାହାଠାରେ ନାହିଁ;

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.

1 João
Ver todos os capítulos de 1 João