22 ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯେ ନାସ୍ତି କରେ, ତାହାଠାରୁ ଆଉ ମିଥ୍ୟାବାଦୀ କିଏ? ଯେ ପିତା ଓ ପୁତ୍ରଙ୍କୁ ନାସ୍ତି କରେ, ସେ ତ ସେହି ଭଣ୍ଡଖ୍ରୀଷ୍ଟ। 23 ଯେ ପୁତ୍ରଙ୍କୁ ନାସ୍ତି କରେ, ସେ ପିତାଙ୍କୁ ପ୍ରାପ୍ତ କରି ନାହିଁ; ଯେ ପୁତ୍ରଙ୍କୁ ସ୍ୱୀକାର କରେ, ସେ ପିତାଙ୍କୁ ମଧ୍ୟ ପ୍ରାପ୍ତ କରିଅଛି।
Publicidade
Publicidade