ଆତ୍ମାମାନର ପରୀକ୍ଷା
1 ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ବରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି।