Pular para o conteúdo
Publicidade

୧ ଯୋହନ 4:1-4

ଆତ୍ମାମାନର ପରୀକ୍ଷା

1 ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ବରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି। 2 ଏହା ଦ୍ୱାରା ତୁମ୍ଭେମାନେ ଈଶ୍ବରଙ୍କ ଆତ୍ମାଙ୍କୁ ଚିହ୍ନି ପାରିବ, ଯୀଶୁ ଖ୍ରୀଷ୍ଟ ଯେ ଦେହବନ୍ତ ହୋଇ ଆସିଅଛନ୍ତି, ଏହା ଯେକୌଣସି ଆତ୍ମା ସ୍ୱୀକାର କରେ, ସେ ଈଶ୍ବରଙ୍କଠାରୁ ଆଗତ, 3 ଆଉ ଯେକୌଣସି ଆତ୍ମା ଯୀଶୁଙ୍କୁ ସ୍ୱୀକାର ନ କରେ, ସେ ଈଶ୍ବରଙ୍କଠାରୁ ଆଗତ ନୁହେଁ; ଏହା ଭଣ୍ଡଖ୍ରୀଷ୍ଟର ଆତ୍ମା, ଯାହାର ଆଗମନ କଥା ତୁମ୍ଭେମାନେ ଶୁଣିଅଛ, ପୁଣି, ତାହା ଏବେ ହେଁ ଜଗତରେ ଉପସ୍ଥିତ ହୋଇଅଛି। 4 ହେ ବତ୍ସଗଣ, ତୁମ୍ଭେମାନେ ଈଶ୍ବରଙ୍କଠାରୁ ଜାତ, ଆଉ ତୁମ୍ଭେମାନେ ସେମାନଙ୍କୁ ଜୟ କରିଅଛ, କାରଣ ତୁମ୍ଭମାନଙ୍କଠାରେ ଯେ ଅଛନ୍ତି, ସେ, ଜଗତରେ ଯେ ଅଛି, ତାହାଠାରୁ ମହାନ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.

1 João
Ver todos os capítulos de 1 João