ଈଶ୍ବର ପ୍ରେମମୟ
7 ହେ ପ୍ରିୟମାନେ, ଆସ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ, କାରଣ ପ୍ରେମ ଈଶ୍ବରଙ୍କଠାରୁ ଜାତ, ଆଉ ଯେ କେହି ପ୍ରେମ କରେ, ସେ ଈଶ୍ବରଙ୍କଠାରୁ ଜାତ ଓ ଈଶ୍ବରଙ୍କୁ ଜାଣେ।