ଜଗତ ଉପରେ ବିଜୟ ଲାଭ
1 ଯେ କେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ, ସେ ଈଶ୍ବରଙ୍କଠାରୁ ଜାତ; ଆଉ, ଯେ କେହି ଜନ୍ମଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ।