11 ସେହି ସାକ୍ଷ୍ୟ ଏହି ଯେ, ଈଶ୍ବର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦେଇଅଛନ୍ତି, ପୁଣି, ସେହି ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି। 12 ଯେ ପୁତ୍ରଙ୍କୁ ପାଇଅଛି, ସେ ଜୀବନ ପାଇଅଛି; ଯେ ଈଶ୍ବରଙ୍କ ପୁତ୍ରଙ୍କୁ ପାଇ ନାହିଁ, ସେ ଜୀବନ ହିଁ ପାଇ ନାହିଁ।
Publicidade

+581 estão orando agora.
Junte-se à corrente de oração.