20 ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ବର ଓ ଅନନ୍ତ ଜୀବନ ଅଟନ୍ତି।
Publicidade
Publicidade