3 କାରଣ ଈଶ୍ବରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା, ଆଉ ତାହାଙ୍କ ଆଜ୍ଞାସବୁ ଭାର ସ୍ୱରୂପ ନୁହେଁ। 4 ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ୱାସ। 5 ଯୀଶୁ ଈଶ୍ବରଙ୍କ ପୁତ୍ର, ଏହା ଯେ ବିଶ୍ୱାସ କରେ, ତାହା ଛଡ଼ା ଆଉ କିଏ ଜଗତକୁ ଜୟ କରେ?
Publicidade
Publicidade