10 ପୁଣି, ସେହି ପରିତ୍ରାଣ ସମ୍ବନ୍ଧରେ ଯତ୍ନ ସହକାରେ ଅନ୍ୱେଷଣ ଓ ଅନୁସନ୍ଧାନ କଲେ। 11 ଖ୍ରୀଷ୍ଟଙ୍କ ଦୁଃଖଭୋଗ ଓ ତତ୍ପରବର୍ତ୍ତୀ ଗୌରବ ବିଷୟରେ ପୂର୍ବରୁ ପ୍ରମାଣଦାତା ଯେ ସେମାନଙ୍କର ମଧ୍ୟବର୍ତ୍ତୀ ଖ୍ରୀଷ୍ଟଙ୍କର ଆତ୍ମା, ସେ କେଉଁ କାଳକୁ ଲକ୍ଷ୍ୟ କରୁଅଛନ୍ତି, ତାହା ସେମାନେ ଅନୁସନ୍ଧାନ କଲେ।