ପବିତ୍ରତା ନିମନ୍ତେ ଆହ୍ୱାନ
13 ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ।

+581 estão orando agora.
Junte-se à corrente de oração.