Pular para o conteúdo
Publicidade

୧ ପିତର 1:13-16

ପବିତ୍ରତା ନିମନ୍ତେ ଆହ୍ୱାନ

13 ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ। 14 ତୁମ୍ଭମାନଙ୍କ ପୂର୍ବ ଅଜ୍ଞାନତା ସମୟର କୁଅଭିଳାଷର ଅନୁରୂପୀ ହୁଅ ନାହିଁ, 15 ମାତ୍ର ତୁମ୍ଭମାନଙ୍କର ଆହ୍ୱାନକର୍ତ୍ତା ଯେପରି ପବିତ୍ର, ତୁମ୍ଭେମାନେ ମଧ୍ୟ ଆଜ୍ଞାବହ ସନ୍ତାନମାନଙ୍କ ପରି ସମସ୍ତ ଆଚରଣରେ ସେହିପରି ପବିତ୍ର ହୁଅ। 16 ଯେଣୁ ପବିତ୍ର ଶାସ୍ତ୍ରରେ ଲେଖାଅଛି, ତୁମ୍ଭେମାନେ ପବିତ୍ର ହୁଅ, କାରଣ ଆମ୍ଭେ ପବିତ୍ର।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.

1 Pedro
Ver todos os capítulos de 1 Pedro