15 ମାତ୍ର ତୁମ୍ଭମାନଙ୍କର ଆହ୍ୱାନକର୍ତ୍ତା ଯେପରି ପବିତ୍ର, ତୁମ୍ଭେମାନେ ମଧ୍ୟ ଆଜ୍ଞାବହ ସନ୍ତାନମାନଙ୍କ ପରି ସମସ୍ତ ଆଚରଣରେ ସେହିପରି ପବିତ୍ର ହୁଅ।