4 ଅର୍ଥାତ୍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ୱର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ନୂତନ ଜନ୍ମ ଦେଇଅଛନ୍ତି।