11 ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।