24 ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନଯାପନ କରୁ, ଏଥିନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ।