18 ଯେଣୁ ଆମ୍ଭମାନଙ୍କୁ ଈଶ୍ବରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ; 19 ସେଥିରେ ମଧ୍ୟ ସେ ବନ୍ଦୀ ଆତ୍ମାମାନଙ୍କ ନିକଟକୁ ଯାଇ ପ୍ରଚାର କଲେ;