3 ପୁଣି, କେଶବେଶ, ସୁବର୍ଣ୍ଣ ଆଭରଣ ଓ ସୁନ୍ଦର ବସ୍ତ୍ର ପରିଧାନ, ଏପରି ଯେଉଁ ବାହ୍ୟ ଭୂଷଣ, ତାହା ତୁମ୍ଭମାନଙ୍କର ଭୂଷଣ ନ ହୋଇ, 4 ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ୱଭାବ ଈଶ୍ବରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ।
Publicidade