Pular para o conteúdo
Publicidade

୧ ପିତର 4:12,13

ଖ୍ରୀଷ୍ଟିୟାନ ଭାବରେ କ୍ଳେଶଭୋଗର ସମ୍ମୁଖୀନ

12 ହେ ପ୍ରିୟମାନେ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଯେଉଁ ଦୁଃଖଭୋଗରୂପ ଅଗ୍ନି ଉପସ୍ଥିତ ହୋଇଅଛି, ତାହା ଅଦ୍ଭୁତ ଘଟଣା ବୋଲି ମନେ କରି ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ; 13 ବରଂ ଯେଉଁ ପରିମାଣରେ ଖ୍ରୀଷ୍ଟଙ୍କ ଦୁଃଖଭୋଗର ସହଭାଗୀ ହେଉଅଛ, ସେହି ପରିମାଣରେ ଆନନ୍ଦ କର, ଯେପରି ତାହାଙ୍କ ମହିମା ପ୍ରକାଶିତ ହେବା ସମୟରେ ମଧ୍ୟ ତୁମ୍ଭେମାନେ ମହାନନ୍ଦରେ ଆନନ୍ଦିତ ହେବ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.

1 Pedro
Ver todos os capítulos de 1 Pedro