8 ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜ୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି; 9 ବିଶ୍ୱାସରେ ସ୍ଥିର ରହି ତାହାର ପ୍ରତିରୋଧ କର, ପୁଣି, ଏହା ଜାଣ ଯେ, ଜଗତରେ ଥିବା ତୁମ୍ଭମାନଙ୍କ ଭାଇମାନଙ୍କ ପ୍ରତି ଏହି ପ୍ରକାର ଦୁଃଖଭୋଗ ଘଟୁଅଛି।
Publicidade
Publicidade