22 ତହିଁରେ ଶାମୁୟେଲ କହିଲେ,
"ଯେପରି ସଦାପ୍ରଭୁଙ୍କ ରବ ଶୁଣିବାରେ,
ସେପରି କି ହୋମ ଓ ବଳିଦାନରେ ସଦାପ୍ରଭୁଙ୍କର ସନ୍ତୋଷ ହୁଏ?
ଦେଖ, ଶୁଣିବା ବଳିଦାନଠାରୁ ଓ ମନୋଯୋଗୀ ହେବା ମେଷମେଦଠାରୁ ଉତ୍ତମ।