16 ଏହିରୂପେ ଯୋନାଥନ ଦାଉଦ ବଂଶ ସହିତ ନିୟମ ସ୍ଥିର କରି କହିଲା, "ସଦାପ୍ରଭୁ ଦାଉଦଙ୍କ ଶତ୍ରୁମାନଙ୍କ ହସ୍ତରୁ ପରିଶୋଧ ନେବେ।" 17 ଆଉ ଯୋନାଥନ ଦାଉଦଙ୍କୁ ସ୍ନେହ କରିବାରୁ ପୁନର୍ବାର ତାଙ୍କୁ ଶପଥ କରାଇଲା, କାରଣ ସେ ତାଙ୍କୁ ଆପଣା ପ୍ରାଣ ସମାନ ସ୍ନେହ କଲା।
Publicidade
ପ୍ରଥମ ଶାମୁୟେଲ 20
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.