32 ଏଥିରେ ଦାଉଦ ଅବୀଗଲକୁ କହିଲେ, "ଆଜି ଯେ ମୋʼ ସଙ୍ଗରେ ସାକ୍ଷାତ କରିବାକୁ ତୁମ୍ଭକୁ ପଠାଇଲେ, ସେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ; 33 ପୁଣି, ତୁମ୍ଭର ସୁବିଚାର ଧନ୍ୟ ହେଉ ଓ ଆଜି ମୋତେ ରକ୍ତପାତ ଦୋଷରୁ ଓ ମୋର ନିଜ ହସ୍ତରେ ଆତ୍ମ-ପ୍ରତିକାରରୁ ନିବୃତ୍ତ କଲ ଯେ ତୁମ୍ଭେ, ତୁମ୍ଭେ ଧନ୍ୟା ହୁଅ।
Publicidade
ପ୍ରଥମ ଶାମୁୟେଲ 25
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.