ଶାମୁୟେଲଙ୍କୁ ପରମେଶ୍ୱରଙ୍କ ଆହ୍ୱାନ
1 ସେସମୟରେ ବାଳକ ଶାମୁୟେଲ ଏଲିଙ୍କ ସମ୍ମୁଖରେ ସଦାପ୍ରଭୁଙ୍କ ପରିଚର୍ଯ୍ୟା କଲେ। ସେ କାଳରେ ସଦାପ୍ରଭୁଙ୍କ ବାକ୍ୟ ଦୁର୍ଲଭ ଥିଲା; ପ୍ରକାଶ୍ୟ ଦର୍ଶନ ନ ଥିଲା।