Pular para o conteúdo
Publicidade

ପ୍ରଥମ ଶାମୁୟେଲ 4:11,17,22

11 ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାପଡ଼ିଲା; ଆଉ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍‍ ହତ ହେଲେ।

17 ତହୁଁ ସମାଚାର ଆଣିବା ଲୋକ ଉତ୍ତର କରି କହିଲା, "ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇଲେ ଓ ଲୋକମାନଙ୍କ ମଧ୍ୟରେ ମହାସଂହାର ହେଲା; ମଧ୍ୟ ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍‍ ମଲେ, ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା।"

22 ଆଉ ସେ କହିଲା, "ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା, କାରଣ ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା।"

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.