13 କାରଣ ପ୍ରଥମେ ଆଦମ ସୃଷ୍ଟ ହେଲେ, ତାହା ପରେ ହବା; 14 ଆଉ ଆଦମ ପ୍ରବଞ୍ଚିତ ହୋଇ ନ ଥିଲେ, ମାତ୍ର ନାରୀ ପ୍ରବଞ୍ଚିତା ହୋଇ ଆଜ୍ଞାଲଙ୍ଘନ ଦୋଷରେ ଦୋଷୀ ହେଲେ;