9 ସେହିପରି ମଧ୍ୟ ସ୍ତ୍ରୀମାନେ କେଶବିନ୍ୟାସ ଏବଂ ସୁନା କି ମୁକ୍ତା କି ମୂଲ୍ୟବାନ ବସ୍ତ୍ରରେ ଆପଣା ଆପଣାକୁ ଭୂଷିତା ନ କରି ଲଜ୍ଜା ଓ ଉତ୍ତମ ବୁଦ୍ଧିର ସହକାରେ ପରିପାଟୀ ପରିଚ୍ଛଦ ପିନ୍ଧି 10 ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ଉତ୍ତମ କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ।
Publicidade
Publicidade