16 ଈଶ୍ବରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି,
ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ,
ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ,
ଦୂତମାନଙ୍କ ଦ୍ୱାରା ଦେଖାଗଲେ,
ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ,
ଜଗତରେ ବିଶ୍ୱାସପାତ୍ର ହେଲେ,
ଗୌରବରେ ସେ ସ୍ୱର୍ଗକୁ ଉତ୍ଥିତ ହେଲେ।