4 ନିଜ ପରିବାରକୁ ଉତ୍ତମ ରୂପେ ଶାସନ କରିବେ, ଗାମ୍ଭୀର୍ଯ୍ୟ ସହକାରେ ଆପଣା ସନ୍ତାନମାନଙ୍କୁ ବଶୀଭୂତ କରି ରଖିବେ। 5 କେହି ଯେବେ ଆପଣା ପରିବାରକୁ ଶାସନ କରିବାକୁ ଜାଣେ ନାହିଁ, ତେବେ ସେ କିପରି ଈଶ୍ବରଙ୍କ ମଣ୍ଡଳୀର ଦାୟିତ୍ୱ ନେବ?
Publicidade