ଭଣ୍ଡ ଶିକ୍ଷକ
1 ପବିତ୍ର ଆତ୍ମା ସ୍ପଷ୍ଟ ରୂପେ କହୁଅଛନ୍ତି, ଶେଷ କାଳରେ କେହି କେହି ଭ୍ରଷ୍ଟବିବେକ ମିଥ୍ୟାବାଦୀ ଲୋକମାନଙ୍କ କପଟପଣରେ 2 ପ୍ରତାରଣାପୂର୍ଣ୍ଣ ଆତ୍ମାମାନଙ୍କ ପ୍ରତି ଓ ଭୂତମାନଙ୍କ ଶିକ୍ଷା ପ୍ରତି ମନୋଯୋଗ କରି ବିଶ୍ୱାସ ପରିତ୍ୟାଗ କରିବେ;

+581 estão orando agora.
Junte-se à corrente de oração.