7 କିନ୍ତୁ ବୟସ୍କା ସ୍ତ୍ରୀଲୋକମାନଙ୍କର ଅସାର କହାଣୀସବୁ ଗ୍ରହଣ କର ନାହିଁ। ଈଶ୍ବରପରାୟଣ ଜୀବନଯାପନ କରିବା ନିମନ୍ତେ ଅଭ୍ୟାସ କର, 8 କାରଣ ଶାରୀରିକ ବ୍ୟାୟାମ ଅଳ୍ପ ବିଷୟରେ ଲାଭଜନକ, କିନ୍ତୁ ଈଶ୍ବରପରାୟଣତା ଇହକାଳ ଓ ପରକାଳରେ ପ୍ରତିଜ୍ଞାଯୁକ୍ତ ହୋଇ ସମସ୍ତ ବିଷୟରେ ଲାଭଜନକ ଅଟେ।