ମଣ୍ଡଳୀ ପ୍ରତି ଆଦେଶ
1 ତୁମ୍ଭେ ବୃଦ୍ଧ ବ୍ୟକ୍ତିଙ୍କୁ ଭର୍ତ୍ସନା କର ନାହିଁ, କିନ୍ତୁ ତାହାକୁ ପିତା ବୋଲି ଭାବି ଆଚରଣ କର; ଯୁବକମାନଙ୍କୁ ଭାଇ ପରି, 2 ବୃଦ୍ଧା ସ୍ତ୍ରୀମାନଙ୍କୁ ମାଆ ଓ ଯୁବତୀମାନଙ୍କୁ ପବିତ୍ର ଭାବରେ ଭଉଣୀ ବୋଲି ଭାବି ସେହି ପ୍ରକାର କର।