17 ଯେଉଁ ପ୍ରାଚୀନମାନେ ଉତ୍ତମ ରୂପେ ପରିଚାଳନା କରନ୍ତି, ବିଶେଷତଃ ଯେଉଁମାନେ ବାକ୍ୟପ୍ରଚାର ଓ ଶିକ୍ଷାଦାନରେ ପରିଶ୍ରମ କରନ୍ତି, ସେମାନେ ଦୁଇ ଗୁଣ ସମାଦର ପାଇବାର ଯୋଗ୍ୟ ବୋଲି ଗଣିତ ହୁଅନ୍ତୁ। 18 କାରଣ ପବିତ୍ର ଶାସ୍ତ୍ର କହେ, "ବେଙ୍ଗଳା ବୁଲୁଥିବା ବଳଦର ମୁହଁରେ ତୁଣ୍ଡି ଦିଅ ନାହିଁ।" ପୁଣି, "କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ।"
Publicidade