16 ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ। ଆମେନ୍।