Publicidade

2 Coríntios 1

3 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ, ସେ ଦୟାମୟ ପିତା ଓ ସମସ୍ତ ସାନ୍ତ୍ୱନାଦାତା ଈଶ୍ବର; 4 ଈଶ୍ବରଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନାରେ ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଉଅଛୁ, ସେହି ସାନ୍ତ୍ୱନା ଦ୍ୱାରା ଯେପରି ସମସ୍ତ ପ୍ରକାର କ୍ଳେଶ ଭୋଗୁଥିବା ଲୋକମାନଙ୍କୁ ସାନ୍ତ୍ୱନା ଦେଇପାରୁ, ଏଥିପାଇଁ ସେ ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ଆମ୍ଭମାନଙ୍କୁ ସାନ୍ତ୍ୱନା ପ୍ରଦାନ କରନ୍ତି।

Veja também

Publicidade
2 Coríntios
Ver todos os capítulos de 2 Coríntios
Bíblia Online Bíblia Online

Bíblia Online • Versão: 2026-06-22_10-02-25-