Pular para o conteúdo
Publicidade

୨ କରିନ୍ଥୀୟ 1:8,9

8 କାରଣ, ହେ ଭାଇମାନେ, ଏସିଆରେ ଆମ୍ଭମାନଙ୍କ ଉପରେ ଘଟିଥିବା କ୍ଳେଶ ସମ୍ବନ୍ଧରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କର ଇଚ୍ଛା ନୁହେଁ; ଆମ୍ଭେମାନେ ଆମ୍ଭମାନଙ୍କ ଶକ୍ତିରୁ ଅତିରିକ୍ତ ରୂପେ ଭାରଗ୍ରସ୍ତ ହୋଇଥିଲୁ, ଏପରିକି ଜୀବନର ଆଶା ମଧ୍ୟ ପରିତ୍ୟାଗ କରିଥିଲୁ; 9 ହଁ, ଆମ୍ଭେମାନେ ମୃତ୍ୟୁରେ ସମର୍ପିତ ହୋଇଅଛୁ ବୋଲି ନିଜ ନିଜ ମନରେ ବୋଧ ପାଇଥିଲୁ, ଯେପରି ଆମ୍ଭେମାନେ ଆପଣା ଆପଣା ଉପରେ ନିର୍ଭର ନ ଦେଇ ବରଂ ଯେଉଁ ଈଶ୍ବର ମୃତମାନଙ୍କୁ ଉଠାନ୍ତି, ତାହାଙ୍କ ଉପରେ ନିର୍ଭର କରୁ;

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.