17 କିନ୍ତୁ ଯେ ଦର୍ପ କରେ, ସେ ପ୍ରଭୁଙ୍କଠାରେ ଦର୍ପ କରୁ। 18 କାରଣ ଯେ ନିଜର ପ୍ରଶଂସା କରେ, ସେ ପରୀକ୍ଷାସିଦ୍ଧ ନୁହେଁ, ମାତ୍ର ପ୍ରଭୁ ଯାହାର ପ୍ରଶଂସା କରନ୍ତି, ସେ ପରୀକ୍ଷାସିଦ୍ଧ।
Publicidade

+581 estão orando agora.
Junte-se à corrente de oração.