Pular para o conteúdo
Publicidade

୨ କରିନ୍ଥୀୟ 11:13-15

13 କାରଣ ଏହିପରି ଲୋକେ ଭଣ୍ଡ ପ୍ରେରିତ ଓ ଶଠ କାର୍ଯ୍ୟକାରୀ, ସେମାନେ ଖ୍ରୀଷ୍ଟଙ୍କ ପ୍ରେରିତମାନଙ୍କ ବେଶ ଧାରଣ କରନ୍ତି। 14 ଆଉ ଏହା ଆଶ୍ଚର୍ଯ୍ୟ ନୁହେଁ, କାରଣ ଶୟତାନ ନିଜେ ଦୀପ୍ତିମୟ ଦୂତର ବେଶ ଧାରଣ କରେ। 15 ଅତଏବ, ଯଦି ତାହାର ସେବକମାନେ ମଧ୍ୟ ଧାର୍ମିକତାର ସେବକମାନଙ୍କ ବେଶ ଧାରଣ କରନ୍ତି, ତେବେ ତାହା ବଡ଼ ବିଷୟ ନୁହେଁ; ସେମାନଙ୍କ ଶେଷ ଦଶା ସେମାନଙ୍କ କର୍ମ ଅନୁସାରେ ଘଟିବ।

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.