9 ଆଉ, ସେ ମୋତେ କହିଅଛନ୍ତି, "ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ।" ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି। 10 ତେଣୁ ଖ୍ରୀଷ୍ଟଙ୍କ ନିମନ୍ତେ ଦୁର୍ବଳତାରେ, ଅପମାନରେ, ଦୁର୍ଦ୍ଦଶାରେ, ତାଡ଼ନାରେ, ସଙ୍କଟରେ ମୁଁ ସନ୍ତୁଷ୍ଟ ହୁଏ; କାରଣ ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ବଳବାନ।
Publicidade
୨ କରିନ୍ଥୀୟ 12
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.