13 "ମୁଁ ବିଶ୍ୱାସ କଲି, ଏଣୁ କଥା କହିଲି," ଶାସ୍ତ୍ରରେ ଏହି ଲିଖିତ ବାକ୍ୟ ଅନୁସାରେ ସେହି ବିଶ୍ୱାସଜନକ ଆତ୍ମା ପାଇଥିବାରୁ ଆମ୍ଭେମାନେ ମଧ୍ୟ ବିଶ୍ୱାସ କରୁ, ଏଣୁ ମଧ୍ୟ କଥା କହୁ;