8 ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ, ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ; 9 ତାଡ଼ନା ପ୍ରାପ୍ତ ହେଉଅଛୁ, ତଥାପି ପରିତ୍ୟକ୍ତ ନୋହୁଁ; ଅଧଃପତିତ ହେଉଅଛୁ, ତଥାପି ବିନଷ୍ଟ ନୋହୁଁ;
Publicidade