4 ବରଂ ବହୁ ଧୈର୍ଯ୍ୟରେ, କ୍ଳେଶରେ, ଦୁର୍ଦ୍ଦଶାରେ, ସଙ୍କଟରେ, 5 ପ୍ରହାରରେ, କାରାବାସରେ, ବିପ୍ଳବରେ, ପରିଶ୍ରମରେ, ଜାଗରଣରେ, ଉପବାସରେ, 6 ପବିତ୍ରତାରେ, ଜ୍ଞାନରେ, ଦୀର୍ଘସହିଷ୍ଣୁତାରେ, କୋମଳଭାବରେ, ପବିତ୍ର ଆତ୍ମାଙ୍କଠାରେ, ନିଷ୍କପଟ ପ୍ରେମରେ, 7 ସତ୍ୟ ବାକ୍ୟରେ, ଈଶ୍ବରଙ୍କ ଶକ୍ତିରେ, ଦକ୍ଷିଣ ଓ ବାମହସ୍ତରେ ଧାର୍ମିକତାର ଅସ୍ତ୍ରଶସ୍ତ୍ର ଦ୍ୱାରା, 8 ଗୌରବ ଓ ଅନାଦର ଦ୍ୱାରା, ଅଖ୍ୟାତି ଓ ସୁଖ୍ୟାତି ଦ୍ୱାରା, ପ୍ରତାରକ ତୁଲ୍ୟ, ଅଥବା ସତ୍ୟବାଦୀ, 9 ଅପରିଚିତ ତୁଲ୍ୟ, ଅଥବା ସୁପରିଚିତ, ମୃତକଳ୍ପ ତୁଲ୍ୟ, ଅଥବା ଦେଖ, ଆମ୍ଭେମାନେ ଜୀବିତ, ଶାସ୍ତିପ୍ରାପ୍ତ ତୁଲ୍ୟ, 10 ଅଥବା ନିହତ ନୋହୁଁ, ଦୁଃଖିତ ତୁଲ୍ୟ, କିନ୍ତୁ ସର୍ବଦା ଆନନ୍ଦିତ, ଦୀନହୀନର ତୁଲ୍ୟ, କିନ୍ତୁ ଅନେକଙ୍କ ପ୍ରତି ଧନଦାୟକ, ଅକିଞ୍ଚନ ତୁଲ୍ୟ, ଅଥବା ସର୍ବାଧିକାରୀ; ଏହି ସମସ୍ତରେ ଆମ୍ଭେମାନେ ଈଶ୍ବରଙ୍କ ସେବକ ସଦୃଶ ଆପଣା ଆପଣାକୁ ଯୋଗ୍ୟ ବୋଲି ପ୍ରକାଶ କରୁଅଛୁ।
Publicidade
୨ କରିନ୍ଥୀୟ 6
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.