Pular para o conteúdo
Publicidade

୨ କରିନ୍ଥୀୟ 9:6-8

ହୃଷ୍ଟଚିତ୍ତ ଦାତା

6 କିନ୍ତୁ ଏହା ସତ୍ୟ, ଯେ ଅଳ୍ପ ବୁଣେ, ସେ ମଧ୍ୟ ଅଳ୍ପ କାଟିବ; ଆଉ ଯେ ପ୍ରଚୁର ବୁଣେ, ସେ ମଧ୍ୟ ପ୍ରଚୁର କାଟିବ। 7 ପ୍ରତ୍ୟେକ ଜଣ ଆପଣା ହୃଦୟରେ ଯେପରି ସଂକଳ୍ପ କରିଅଛି, ସେହିପରି କରୁ, କୁଣ୍ଠିତ ଭାବରେ ନୁହେଁ ଅବା ବାଧ୍ୟବାଧକତା ହେତୁରୁ ନୁହେଁ; କାରଣ ଈଶ୍ବର ହୃଷ୍ଟଚିତ୍ତଦାତାକୁ ଭଲ ପାଆନ୍ତି। 8 ଆଉ, ସମସ୍ତ ବିଷୟ ସର୍ବଦା ଯଥେଷ୍ଟ ରୂପେ ପାଇ ତୁମ୍ଭେମାନେ ଯେପରି ସମସ୍ତ ଉତ୍ତମ କର୍ମ ନିମନ୍ତେ ଅଧିକରୁ ଅଧିକତର ଦାନ କରିପାର, ଏଥିନିମନ୍ତେ ଈଶ୍ବର ତୁମ୍ଭମାନଙ୍କୁ ସର୍ବ ପ୍ରକାର ଅନୁଗ୍ରହ ପ୍ରଚୁର ଭାବରେ ଦେବାକୁ ସମର୍ଥ ଅଟନ୍ତି,

Estes versículos te tocaram? Ore agora!

+581 estão orando agora.

Junte-se à corrente de oração.