12 ହେ ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ କʼଣ ଏମାନଙ୍କର ବିଚାର କରିବ ନାହିଁ? କାରଣ ଆମ୍ଭମାନଙ୍କ ପ୍ରତିକୂଳରେ ଆଗତ ଏହି ବୃହତ ଦଳ ବିରୁଦ୍ଧରେ ଆମ୍ଭମାନଙ୍କର କୌଣସି ପରାକ୍ରମ ନାହିଁ; ଅଥବା କଅଣ କରିବାକୁ ହେବ, ଏହା ଆମ୍ଭେମାନେ ଜାଣୁ ନାହୁଁ; କେବଳ ତୁମ୍ଭ ପ୍ରତି ଆମ୍ଭମାନଙ୍କ ଦୃଷ୍ଟି ଅଛି।"
Publicidade