3 ତହିଁରେ ଯିହୋଶାଫଟ୍ ଭୀତ ହୋଇ ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ ପ୍ରବୃତ୍ତ ହେଲେ; ପୁଣି ଯିହୁଦାର ସର୍ବତ୍ର ଉପବାସ ଘୋଷଣା କରାଇଲେ। 4 ଆଉ, ଯିହୁଦାର ଲୋକମାନେ ସଦାପ୍ରଭୁଙ୍କର ସାହାଯ୍ୟ ମାଗିବା ପାଇଁ ଆପଣାମାନଙ୍କୁ ଏକତ୍ର କଲେ; ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ ଯିହୁଦାର ସମୁଦାୟ ନଗରରୁ ଲୋକମାନେ ଆସିଲେ।
Publicidade
ଦ୍ୱିତୀୟ ବଂଶାବଳୀ 20
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.