12 ଏଥିଉତ୍ତାରେ ସଦାପ୍ରଭୁ ଶଲୋମନଙ୍କୁ ରାତ୍ରିରେ ଦର୍ଶନ ଦେଇ କହିଲେ, "ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ ଓ ଏହି ସ୍ଥାନକୁ ବଳିଦାନର ଗୃହ ରୂପେ ଆପଣା ପାଇଁ ମନୋନୀତ କଲୁ। 13 ଆମ୍ଭେ ବୃଷ୍ଟି ନୋହିବା ପାଇଁ ଆକାଶ ରୁଦ୍ଧ କଲେ, କିଅବା ଦେଶ ବିନାଶ କରିବା ପାଇଁ ପଙ୍ଗପାଳମାନଙ୍କୁ ଆଜ୍ଞା ଦେଲେ, ଅଥବା ଆମ୍ଭେ ଆପଣା ଲୋକମାନଙ୍କ ମଧ୍ୟକୁ ମହାମାରୀ ପଠାଇଲେ, 14 ଯେବେ ଆମ୍ଭ ନାମରେ ବିଖ୍ୟାତ ଆମ୍ଭ ଲୋକମାନେ ଆପଣାମାନଙ୍କୁ ନମ୍ର କରି ପ୍ରାର୍ଥନା କରିବେ ଓ ଆମ୍ଭର ମୁଖ ଅନ୍ୱେଷଣ କରି ଆପଣା ଆପଣା କୁପଥରୁ ଫେରିବେ, ତେବେ ଆମ୍ଭେ ସ୍ୱର୍ଗରୁ ଶୁଣିବା ଓ ସେମାନଙ୍କର ପାପ କ୍ଷମା କରିବା ଓ ସେମାନଙ୍କ ଦେଶ ସୁସ୍ଥ କରିବା। 15 ଏହି ସ୍ଥାନରେ ଯେଉଁ ପ୍ରାର୍ଥନା କରାଯାଏ, ତହିଁ ପ୍ରତି ଆମ୍ଭର ଚକ୍ଷୁ ମୁକ୍ତ ଓ ଆମ୍ଭର କର୍ଣ୍ଣ ନିବିଷ୍ଟ ଥିବ।
Publicidade
ଦ୍ୱିତୀୟ ବଂଶାବଳୀ 7:12-15
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.