ପିତରଙ୍କ ଶେଷ ସମୟ
12 ଅତଏବ, ତୁମ୍ଭେମାନେ ଯଦ୍ୟପି ଏହିସବୁ ବିଷୟ ଜାଣ ଓ ପ୍ରାପ୍ତ ସତ୍ୟରେ ସ୍ଥିରୀକୃତ ହୋଇଅଛ, ତଥାପି ମୁଁ ଏହିସବୁ ବିଷୟ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ସର୍ବଦା ପ୍ରସ୍ତୁତ ହୋଇ ରହିବି। 13 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ମୋତେ ଯେପରି ଜଣାଇ ଅଛନ୍ତି, ତଦନୁସାରେ ଶୀଘ୍ର ମୋତେ ଏହି ଶରୀରରୂପ ତମ୍ବୁ ଯେ ତ୍ୟାଗ କରିବାକୁ ହେବ,