19 ଏଥିରେ ଭାବବାଣୀ ଆମ୍ଭମାନଙ୍କ ନିକଟରେ ଅଧିକ ଦୃଢ଼ ହୋଇଅଛି; ତୁମ୍ଭେମାନେ ତାହା ଅନ୍ଧକାରମୟ ସ୍ଥାନରେ ପ୍ରଜ୍ୱଳିତ ହେଉଥିବା ପ୍ରଦୀପ ସଦୃଶ ମନେ କରି ରାତ୍ରି ପାହାନ୍ତା ନ ହେବା ପର୍ଯ୍ୟନ୍ତ ଓ ତୁମ୍ଭମାନଙ୍କ ହୃଦୟରେ ପ୍ରଭାତୀତାରା ଉଦିତ ନ ହେବା ପର୍ଯ୍ୟନ୍ତ ତାହା ପ୍ରତି ମନୋଯୋଗ କଲେ ଭଲ ହେବ।