20 ପ୍ରଥମରେ ଏହା ଜ୍ଞାତ ହୁଅ ଯେ, ଶାସ୍ତ୍ରର କୌଣସି ଭାବବାଣୀ ସ୍ୱତନ୍ତ୍ର ଭାବରେ ବ୍ୟାଖ୍ୟା କରିବାର ବିଷୟ ନୁହେଁ, 21 କାରଣ କୌଣସି ଭାବବାଣୀ କେବେ ହେଁ ମନୁଷ୍ୟର ଇଚ୍ଛାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ଈଶ୍ବର ପ୍ରେରିତ ମନୁଷ୍ୟମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ କଥା କହିଥିଲେ।